ବେଲଘର ହାତୀ ମୃତ୍ୟୁ ଘଟଣାରେ ଡ୍ରାଇଭର ଓ ଶିକାରୀ ଗିରଫ ।
ବାଲିଗୁଡ଼ା, ୦୧/୦୨:(ପିପିଟି): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବେଲଘର ହାତୀ ମୃତ୍ୟୁ ଘଟଣାରେ ଆଉ ୨ ଜଣ ଗିରଫ । ଜେସିବି ଡ୍ରାଇଭର ପ୍ରଶାନ୍ତ ସାହୁ ଓ ଝିରିପାଣି ଗ୍ରାମର ଶିକାରୀ ଜୟମଙ୍ଗଳ ପାତ୍ରକୁ ଗିରଫ କରିଛି ବନ ବିଭାଗ…
Read More...
Read More...