ନିମିନା ଠାରେ ସାପ କାମୁଡ଼ାରେ ମହିଳା ମୃତ ।
କୋଦଳା,୨୬/୦୮(ପିପିଟି ): ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅନ୍ତର୍ଗତ କେ ବରିଡା ପଞ୍ଚାୟତର ନିମିନା ଗ୍ରାମରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି l ମୃତକ ଜଣକ ହେଲେ ଚନ୍ଦନପୁର ପଞ୍ଚାୟତ ମୁଣ୍ଡୁଳା ଗ୍ରାମର…
Read More...
Read More...