Yearly Archives

2026

ବାଲିଗୁଡ଼ାରେ ଏସଆଇଆର-୨୦୨୬ ସଚେତନତା: ଫୁଟବଲ ମ୍ୟାଚରେ ଉପଖଣ୍ଡ କ୍ରୀଡ଼ା ସଂଘର ବିଜୟ।

ବାଲିଗୁଡା, ୦୪/୦୬(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ଏସ ଆର ଆର-୨୦୨୬ (Special Intensive Revision) ସ୍ୱତନ୍ତ୍ର ସଘନ ସଂଶୋଧନ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ରୋମାଞ୍ଚକର ଫୁଟବଲ…
Read More...

ବିଧାୟକଙ୍କୁ ସମ୍ବର୍ଦ୍ଧନା ଜଣାଇ ଦୁଇ ବିଜେଡି ନେତା ନିଲମ୍ବିତ

ବାଲିଗୁଡା,୦୪/୦୬(ପିପିଟି): ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ ପାଇଁ ବିଜେଡିରୁ ନିଲମ୍ବିତ ହୋଇଥିବା ବାଲିଗୁଡା ବିଧାୟକ ଚକ୍ରମଣି କହଁରଙ୍କୁ ବୁଧବାର ସକାଳେ ସମ୍ବର୍ଦ୍ଧନା କରି ସନ୍ଧ୍ୟାରେ ଦଳରୁ ବିଜେଡିର ଦୁଇଜଣ ସ୍ଥାନୀୟ…
Read More...

ବାଲି ଚୋରା ଚାଲାଣ ବିରୁଦ୍ଧରେ ବିଜେଡି ତରଫରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ।

ମାଲକାନଗିରି,୦୩/୦୪(ପିପିଟି):ମାଲକାନଗିରି ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ଆଜି ବିଜେଡି ଜିଲ୍ଲା ଯୁବ ସଭାପତି ଶ୍ରୀନିବାସ ମୁଦୁଲିଙ୍କ ନେତୃତ୍ୱରେ ମାଲକାନଗିରି ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ…
Read More...

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା ।

ଛତ୍ରପୁର,୦୩/୦୬(ପିପିଟି): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲା…
Read More...

ଓଡ଼ିଶା ପାୱାର ଜେନେରେସନ କର୍ପୋରେସନ ଲିମିଟେଡ୍, ବିଦ୍ୟୁତ ଉତ୍ପାଦନ ଓ ପ୍ଲାଣ୍ଟ ଲୋଡ଼ ଫ୍ୟାକ୍ଟର କ୍ଷେତ୍ରରେ ନିଜର…

ଭୁବନେଶ୍ୱର,୦୩/୦୬(ପିପିଟି):ଓଡ଼ିଶା ପାୱାର ଜେନେରେସନ କର୍ପୋରେସନ ଲିମିଟେଡ୍ (OPGC), ବିଦ୍ୟୁତ ଉତ୍ପାଦନ କ୍ଷେତ୍ରରେ ନିଜର ଅସାଧାରଣ କାର୍ଯ୍ୟଦକ୍ଷତା ଏବଂ ବିଶ୍ୱସନୀୟତା ପ୍ରଦର୍ଶନ କରି ରାଜ୍ୟ କ୍ଷେତ୍ର (State Sector)…
Read More...

ଓଡ଼ିଶାରେ ସ୍ୱଚ୍ଛ ଗତିଶୀଳତା ଦିଗରେ ବଡ଼ ପଦକ୍ଷେପ ।

ଭୁବନେଶ୍ୱର,୦୩/୦୬(ପିପିଟି): ରାଜ୍ୟରେ ସ୍ଥାୟୀ ସହରୀ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ଓଡ଼ିଶାର ସ୍ୱଚ୍ଛ ଶକ୍ତି ସଂକ୍ରାନ୍ତୀୟ ରୂପାନ୍ତରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ…
Read More...

ଯାଜପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟିର ତୃତୀୟ ବୈଠକ ଅନୁଷ୍ଠିତ ।

ଯାଜପୁର, ୦୩/୦୬(ପିପିଟି): ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଉନ୍ନୟନ ସମନ୍ୱୟ ଏବଂ ତଦାରଖ (ଦିଶା) କମିଟି ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଯାଜପୁର ଲୋକସଭା ସାଂସଦ ଡ. ରବୀନ୍ଦ୍ର ନାରାୟଣ…
Read More...

ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକଙ୍କ ଛତ୍ରପୁର ଗସ୍ତ ।

ଛତ୍ରପୁର,୦୩/୦୬(ପିପିଟି):ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁରସ୍ଥିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ବ୍ରହ୍ମପୁରଠାରେ…
Read More...

ଗଞ୍ଜାମ ଜିଲ୍ଲାକୁ ତିନି ପ୍ରତିଷ୍ଠିତ ଜାତୀୟ ପୁରସ୍କାର ।

ଛତ୍ରପୁର,୦୩/୦୬(ପିପିଟି): ପୁଣିଥରେ ଦିଲ୍ଲୀରେ ଚମକିଛି ଗଞ୍ଜାମ ଜିଲ୍ଲା। ଜିଲ୍ଲାକୁ ମିଳିଛି ୩ଟି ପ୍ରତିଷ୍ଠିତ ଜାତୀୟ ପୁରସ୍କାର। ଜିଲ୍ଲାର ୨ଟି ପଞ୍ଚାୟତ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇଥିବା ବେଳେ…
Read More...

୮୫ ବର୍ଷ ବୟସ୍କ ବରିଷ୍ଠ ଭୋଟରଙ୍କ ଘରେ ପହଞ୍ଚି ଫର୍ମ ପ୍ରଦାନ କଲେ ପ୍ରଶାସନିକ ଅଧିକାରୀ ।

ମାଲକାନଗିରି, ୦୩/୦୬(ପିପିପି):ଜିଲ୍ଲାରେ ଗଣତାନ୍ତ୍ରିକ ପ୍ରକ୍ରିୟାକୁ ଅଧିକ ସୁଦୃଢ଼ ଓ ସର୍ବବ୍ୟାପୀ କରିବା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ୱତନ୍ତ୍ର ସଘନ ସଂଶୋଧନ…
Read More...