ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 264

 

ପୋଲସରା,୨୦/୦୪(ପିପିଟି): ପୋଲସରା ବ୍ଲକ୍ ହତୀଓଟ ଗ୍ରାମର ଅମର ସାହୁ(ବୟସ – ୩୦) ସୁରାଟ ଠାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଅଛି।ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.