କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୦୯ ।

0 230

କଟକ ,ତା-୨୬/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫,୪୫୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୬୫,୪୩୨, ଚିକିତ୍ସିତ ସଂଖ୍ୟା ୩୯,୧୮୪, ମୃତ ସଂଖ୍ୟା ୭୮୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୪୦୯ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୯,୨୩୩, ସୁସ୍ଥ ସଂଖ୍ୟା ୧୪,୫୩୩,ଚିକିତ୍ସିତ ସଂଖ୍ୟା ୪,୬୩୪ ଏବଂ ମୃତ ସଂଖ୍ୟା ୬୨ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୩୫୬ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୦୯ ବୋଲି ଜଣାପଡିଛି ।

Leave A Reply

Your email address will not be published.