ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରାମିତ ସଂଖ୍ୟା ୫୦୬ ।

0 660

ଭୁବନେଶ୍ବର ,ତା-୨୮/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୭୩,୫୭୧, ଚିକିତ୍ସିତ ସଂଖ୍ୟା ୩୮,୧୭୨ ମୃତ ସଂଖ୍ୟା ୮୧୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୫୦୬ ସହ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩୬,୪୦୪, ସୁସ୍ଥ ସଂଖ୍ୟା ୨୯,୭୨୨,ଚିକିତ୍ସିତ ସଂଖ୍ୟା ୬,୫୪୪ ଏବଂ ମୃତ ସଂଖ୍ୟା ୧୨୮ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୨୩୫ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୦୬ ବୋଲି ଜଣାପଡିଛି ।

Leave A Reply

Your email address will not be published.