ପୋଲସରା,୦୨/୧୦(ପିପିଟି); ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଅକ୍ଟୋବର ୨ ତାରିଖ ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳର “କରୋନା” ଜନ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପୋଲସରା ଏନ.ଏ.ସି ଠାରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଶୁଭାରମ୍ଭ କରିଛନ୍ତି।ବହୁ ମାନ୍ୟଗଣ୍ୟ ଓ ବିଜୁ ଜନତା ଦଳର କର୍ମୀମାନେ ଉପସ୍ଥିତ ଥିଲେ ।