ବୁଗୁଡା ଠାରେ କରୋନା ଜନ ସଚେତନତା କାର୍ଯ୍ୟକ୍ରମ ।

0 322

ବୁଗୁଡା,୦୨/୧୦(ପିପିଟି); ବୁଗୁଡା ଏନ୍ଏସି ଠାରେ ବିଜୁ ଜନତା ଦଳର “କରୋନା” ଜନ ସଚେତନତା ଅଭିଯାନ କାର୍ଯ୍ୟକ୍ରମରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।ବହୁ ମାନ୍ୟଗଣ୍ୟ ଓ ବିଜୁ ଜନତା ଦଳର କର୍ମୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.