ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୩୫,୩୩୦,ମୃତ ସଂଖ୍ୟା ୯୨୪ ।

0 1,149

ଭୁବନେଶ୍ଵର,ତା-୦୫/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୪୦,୭୦୨ ମଧ୍ୟରୁ ୩୪,୩୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୧,୯୦୯ ମଧ୍ୟରୁ ୧୮,୮୬୧ ଜଣ ସୁସ୍ଥ ,୮୦ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୨,୬୧୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫,୩୩୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୪,୮୨,୪୦୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୩୫,୩୩୦ ଚିହ୍ନଟ ହୋଇଛନ୍ତି ୨,୦୨,୩୦୨ ଜଣ ସୁସ୍ଥ ହୋଇଥିବା ବେଳେ ୩୨,୦୫୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯୨୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୬୧୭ ଜଣଙ୍କ ମଧ୍ୟରୁ ୧,୫୨୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୦୯୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.