ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪ ।

0 1,078

ବ୍ରହ୍ମପୁର,ତା-୦୬/୧୦(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮,୦୦୩ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୦୬,୪୦୦, ଚିକିତ୍ସିତ ସଂଖ୍ୟା ୩୦,୬୧୦, ମୃତ ସଂଖ୍ୟା ୯୪୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୪୪ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୦,୪୨୦, ସୁସ୍ଥ ସଂଖ୍ୟା ୧୯,୯୪୭,ଚିକିତ୍ସିତ ସଂଖ୍ୟା ୨୪୪ ଏବଂ ମୃତ ସଂଖ୍ୟା ୨୨୧ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୬୭୩ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪ ବୋଲି ଜଣାପଡିଛି ।

Leave A Reply

Your email address will not be published.