ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୪୪,୧୪୨,ମୃତ ସଂଖ୍ୟା ୯୭୪ ।

0 1,160

ଭୁବନେଶ୍ଵର,ତା-୦୮/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୪୨,୨୮୦ ମଧ୍ୟରୁ ୩୬,୬୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୨,୫୩୨ ମଧ୍ୟରୁ ୧୯,୯୦୭ ଜଣ ସୁସ୍ଥ ,୮୨ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୨,୫୩୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୬,୧୯,୫୦୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୪୪,୧୪୨ ଚିହ୍ନଟ ହୋଇଛନ୍ତି ୨,୧୩,୬୭୨ ଜଣ ସୁସ୍ଥ ହୋଇଥିବା ବେଳେ ୨୯,୪୪୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯୭୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୧୪୪ ଜଣଙ୍କ ମଧ୍ୟରୁ ୧,୮୨୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୩୧୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.