ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୫ ।

0 1,296

ବ୍ରହ୍ମପୁର,ତା-୦୯/୧୦(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୧୬,୯୮୪, ଚିକିତ୍ସିତ ସଂଖ୍ୟା ୨୮,୮୧୧, ମୃତ ସଂଖ୍ୟା ୯୯୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୪୫ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୦,୫୫୦, ସୁସ୍ଥ ସଂଖ୍ୟା ୨୦,୦୮୪,ଚିକିତ୍ସିତ ସଂଖ୍ୟା ୨୩୭ ଏବଂ ମୃତ ସଂଖ୍ୟା ୨୨୧ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୬୯୭ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୫ ବୋଲି ଜଣାପଡିଛି ।

Leave A Reply

Your email address will not be published.