ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୩ ।

0 1,322

ବ୍ରହ୍ମପୁର,ତା-୧୭/୧୦(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୩୪୫ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୪୧,୩୮୫, ଚିକିତ୍ସିତ ସଂଖ୍ୟା ୨୩,୭୮୬, ମୃତ ସଂଖ୍ୟା ୧,୧୨୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୩ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୦,୭୯୨, ସୁସ୍ଥ ସଂଖ୍ୟା ୨୦,୩୭୬,ଚିକିତ୍ସିତ ସଂଖ୍ୟା ୧୮୩ ଏବଂ ମୃତ ସଂଖ୍ୟା ୨୨୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୧୯୬ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୩ ବୋଲି ଜଣାପଡିଛି ।

Leave A Reply

Your email address will not be published.