ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୮୩,୯୪୨, ମୃତ୍ୟୁ ସଂଖ୍ୟା ୧,୨୭୨ ।

0 1,323

ଭୁବନେଶ୍ବର,୨୭/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୨୪୭ । ବର୍ତ୍ତମାନ ସୁଦ୍ଧା ୪୩,୮୫,୨୫୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୮୩,୯୪୨ ଚିହ୍ନଟ ହୋଇଛନ୍ତି ୨,୬୬,୧୦୫ ଜଣ ସୁସ୍ଥ ହୋଇଥିବା ବେଳେ ୧୬,୫୧୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୨୭୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୨୪୭ ଜଣଙ୍କ ମଧ୍ୟରୁ ୭୨୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୧୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.