ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୮୫,୪୮୨, ମୃତ୍ୟୁ ସଂଖ୍ୟା ୧,୨୮୪ ।

0 1,595

ଭୁବନେଶ୍ବର,୨୮/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୫୪୦ । ବର୍ତ୍ତମାନ ସୁଦ୍ଧା ୪୪,୨୨,୧୬୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୮୫,୪୮୨ ଚିହ୍ନଟ ହୋଇଛନ୍ତି ୨,୬୮,୧୧୫ ଜଣ ସୁସ୍ଥ ହୋଇଥିବା ବେଳେ ୧୬,୦୩୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୨୮୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୫୪୦ ଜଣଙ୍କ ମଧ୍ୟରୁ ୮୮୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୫୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.