ଦଳ ବିରୋଧୀ କାର୍ଯ୍ୟ ପାଇଁ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଳମ୍ବିତ ।

0 613

ଭୁବନେଶ୍ବର, ୦୫/୧୧: ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ । ଦଳ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ରାଜ୍ୟ ସାଧାରଣ ସଂପାଦକ ମାନସ ରଞ୍ଜନ ମଙ୍ଗରାଜ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave A Reply

Your email address will not be published.