ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୦୦,୧୪୦, ମୃତ୍ୟୁ ସଂଖ୍ୟା ୧,୪୧୦ ।

0 1,303

ଭୁବନେଶ୍ବର,୦୭/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୩୭୨। ବର୍ତ୍ତମାନ ସୁଦ୍ଧା ୪୮,୮୮,୫୦୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୦୦,୧୪୦ ଚିହ୍ନଟ ହୋଇଛନ୍ତି ୨,୮୫,୧୭୪ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୫୦୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୪୧୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୩୭୨ ଜଣଙ୍କ ମଧ୍ୟରୁ ୭୯୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୭୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.