ବ୍ରହ୍ମପୁର,ତା-୧୫/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୮,୬୫୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୯୬,୫୧୬, ଚିକିତ୍ସିତ ସଂଖ୍ୟା ୧୦,୫୬୩, ମୃତ ସଂଖ୍ୟା ୧,୫୨୭ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୧ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୪୭୮, ସୁସ୍ଥ ସଂଖ୍ୟା ୨୧,୧୪୦, ଚିକିତ୍ସିତ ସଂଖ୍ୟା ୯୮ ଏବଂ ମୃତ ସଂଖ୍ୟା ୨୩୨ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୭୫୩ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୧ ବୋଲି ଜଣାପଡିଛି ।