ଭୁବନେଶ୍ବର,୨୪/୧୧(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୬୪୨ । ବର୍ତ୍ତମାନ ସୁଦ୍ଧା ୫୬,୪୨,୪୦୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୫,୨୭୧ ଚିହ୍ନଟ ହୋଇଛନ୍ତି ୩,୦୬,୭୨୬ ଜଣ ସୁସ୍ଥ ହୋଇଥିବା ବେଳେ ୬,୮୨୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୬୭୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୬୪୨ ଜଣଙ୍କ ମଧ୍ୟରୁ ୩୭୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୬୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।