ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୧୬,୦୦୧, ମୃତ୍ୟୁ ସଂଖ୍ୟା ୧,୬୮୭ ।

0 1,143

ଭୁବନେଶ୍ବର,୨୫/୧୧(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୭୩୦ । ବର୍ତ୍ତମାନ ସୁଦ୍ଧା ୫୬,୮୫,୮୬୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୬,୦୦୧ ଚିହ୍ନଟ ହୋଇଛନ୍ତି ୩,୦୭,୩୭୪ ଜଣ ସୁସ୍ଥ ହୋଇଥିବା ବେଳେ ୬,୮୮୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୬୮୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୭୩୦ ଜଣଙ୍କ ମଧ୍ୟରୁ ୪୧୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୩୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.