ଭୁବନେଶ୍ବର,୨୯/୧୧(ଧପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୫୧୮ । ବର୍ତ୍ତମାନ ସୁଦ୍ଧା ୫୮,୬୩,୧୯୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୮,୩୦୭ ଚିହ୍ନଟ ହୋଇଛନ୍ତି ୩,୧୦,୫୪୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୭୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୭୩୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୫୧୮ ଜଣଙ୍କ ମଧ୍ୟରୁ ୨୯୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୨୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।