ଭୁବନେଶ୍ବର,୦୩/୧୨(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୪୩୪ । ବର୍ତ୍ତମାନ ସୁଦ୍ଧା ୬୦,୧୯,୮୫୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୦,୦୧୭ ଚିହ୍ନଟ ହୋଇଛନ୍ତି ୩,୧୩,୩୯୪ ଜଣ ସୁସ୍ଥ ହୋଇଥିବା ବେଳେ ୪,୮୧୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୭୫୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪୩୪ ଜଣଙ୍କ ମଧ୍ୟରୁ ୨୪୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୮୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।