ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୨୧,୯୧୩, ମୃତ୍ୟୁ ସଂଖ୍ୟା ୧,୭୮୪ ।

0 1,293

ଭୁବନେଶ୍ବର,୦୮/୧୨(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୩୪୯ । ବର୍ତ୍ତମାନ ସୁଦ୍ଧା ୬୨,୧୩,୧୭୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୧,୯୧୩ ଚିହ୍ନଟ ହୋଇଛନ୍ତି ୩,୧୬,୪୪୭ ଜଣ ସୁସ୍ଥ ହୋଇଥିବା ବେଳେ ୩,୬୨୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୭୮୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩୪୯ ଜଣଙ୍କ ମଧ୍ୟରୁ ୨୯୮ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୫୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.