ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୪।

0 1,148

ବ୍ରହ୍ମପୁର,ତା-୧୫/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୩୮୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୧୯,୪୫୮, ଚିକିତ୍ସିତ ସଂଖ୍ୟା ୩,୦୬୩ ମୃତ ସଂଖ୍ୟା ୧,୮୧୫ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୮ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୭୪୧, ସୁସ୍ଥ ସଂଖ୍ୟା ୨୧,୪୫୨, ଚିକିତ୍ସିତ ସଂଖ୍ୟା ୩୫ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୦୦ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୪ ବୋଲି ଜଣାପଡିଛି ।

Leave A Reply

Your email address will not be published.