କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୨୮ ।

0 1,060

କଟକ,ତା-୧୮/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୫୦୫ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୦,୫୮୪, ଚିକିତ୍ସିତ ସଂଖ୍ୟା ୩,୦୩୯, ମୃତ ସଂଖ୍ୟା ୧,୮୨୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୮ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୪୮୩, ସୁସ୍ଥ ସଂଖ୍ୟା ୨୮,୦୯୬,ଚିକିତ୍ସିତ ସଂଖ୍ୟା ୨୪୫, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୫୮ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୮ ବୋଲି ଜଣାପଡିଛି ।

Leave A Reply

Your email address will not be published.