ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୩।

0 1,145

ବ୍ରହ୍ମପୁର,ତା-୨୦/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୨୩୩ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୧,୩୦୯, ଚିକିତ୍ସିତ ସଂଖ୍ୟା ୩,୦୩୫ ମୃତ ସଂଖ୍ୟା ୧,୮୩୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୩ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୭୬୨, ସୁସ୍ଥ ସଂଖ୍ୟା ୨୧,୪୮୨, ଚିକିତ୍ସିତ ସଂଖ୍ୟା ୨୬ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୭୨ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୩ ବୋଲି ଜଣାପଡିଛି ।

Leave A Reply

Your email address will not be published.