କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୪୧ ।

0 1,145

କଟକ,ତା-୩୧/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୨ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୫,୧୦୩, ଚିକିତ୍ସିତ ସଂଖ୍ୟା ୨,୫୯୨, ମୃତ ସଂଖ୍ୟା ୧,୮୭୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୪୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୭୫୪, ସୁସ୍ଥ ସଂଖ୍ୟା ୨୮,୩୯୫,ଚିକିତ୍ସିତ ସଂଖ୍ୟା ୨୧୭, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୧୫ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୧ ବୋଲି ଜଣାପଡିଛି ।

Leave A Reply

Your email address will not be published.