କଟକ,ତା-୦୩/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୩୦୯ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୫,୯୬୫, ଚିକିତ୍ସିତ ସଂଖ୍ୟା ୨,୪୦୮, ମୃତ ସଂଖ୍ୟା ୧,୮୮୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୦ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୭୮୩, ସୁସ୍ଥ ସଂଖ୍ୟା ୨୮,୪୪୫,ଚିକିତ୍ସିତ ସଂଖ୍ୟା ୧୯୪, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧୯୨ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୦ ବୋଲି ଜଣାପଡିଛି ।