କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୯ ।

0 1,025

କଟକ,ତା-୦୫/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୬୯୦ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୬,୫୦୭, ଚିକିତ୍ସିତ ସଂଖ୍ୟା ୨,୨୪୩, ମୃତ ସଂଖ୍ୟା ୧,୮୮୭ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୯ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୭୯୮, ସୁସ୍ଥ ସଂଖ୍ୟା ୨୮,୪୯୦,ଚିକିତ୍ସିତ ସଂଖ୍ୟା ୧୬୪, ମୃତ ସଂଖ୍ୟା ୧୪୦ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧୯୮ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୯ ବୋଲି ଜଣାପଡିଛି ।

Leave A Reply

Your email address will not be published.