ପୋଲସରା ବିଧାୟକ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହିତ ଆର୍ଥିକ ସହାୟତା କଲେ।

0 588

ପୋଲସରା,୦୧/୦୬(ପିପିଟି);ପୋଲସରା ବ୍ଲକ ଅନ୍ତର୍ଗତ ନରସିଂହ ପଲ୍ଲି ଗ୍ରାମର ନନ୍ଦିତା ପାତ୍ର ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ଆକସ୍ମିକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ପରିବାରକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ଚାରି ଲକ୍ଷ ଟଙ୍କା ସରକାରୀ ସହାୟତା ରାଶି ଯୋଗାଇ ଦେବା ପାଇଁ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ତହସିଲଦାରଙ୍କ ସହ ଆଲୋଚନା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.