ଗୋଛାବାଡି ଓ ପାଣ୍ଡିରିପଡା ପଞ୍ଚାୟତରେ ବିଧାୟକଙ୍କ ସଚେତନତା କାର୍ଯ୍ୟକ୍ରମ।

0 366

ପୋଲସରା,୦୩/୦୬(ପିପିଟି);ପୋଲସରା ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଓ ପାଣ୍ଡିରିପଡ଼ା ଗ୍ରାମ ପଞ୍ଚାୟତ ଠାରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ପହଞ୍ଚି ଲୋକମାନଙ୍କୁ କରୋନା ର ଭୟାଭୟ ଉପରେ ସଚେତନତା କରାଇବା ସହ ମାସ୍କ ବଣ୍ଟନ କରିଛନ୍ତି ଏବଂ ବାହାଘର ଭୋଜି ବନ୍ଦ,ସାମାଜିକ ଦୂରତ୍ୱ ଓ ଠିକ ଭାବେ ମାସ୍କ ପିନ୍ଧିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି ଏବଂ ପାଣ୍ଡିରିପଡ଼ା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଯାଇ ପରିଦର୍ଶନ କରିଛନ୍ତି। ପୋଲସରା ବିଡିଓ,ତହସିଲଦାର,ଥାନା ଅଧିକାରୀ ଓ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.