ବାଲିଗୁଡାରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ ।

0 355

ବାଲିଗୁଡା,୦୫/୦୬(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ର ନୂତନ ଅଧିକାରୀ ଭାବେ ବାବା ଶଙ୍କର ସରାଫ ଦାୟିତ୍ୱ ଗ୍ରହଣ କରିଛନ୍ତି l ଏଥି ପୂର୍ଵରୁ ସେ ତୁମୁଡିବନ୍ଧ ଥାନା ର ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ଏଠାରେ ଯୋଗ ଦେବା ପରେ କୋଭିଡ ମୁକାବିଲା ପ୍ରଶାସନ ପାଇଁ ଏକ ଚ୍ୟାଲେଞ୍ଜ ହୋଇଥିବା ବେଳେ ଏଥିରେ ପୋଲିସ ର ଭୂମିକା ଗୁୁରୁତ୍ବପୂର୍ଣ୍ଣ ରହିଛି । ଏ ଦିଗରେ ଶୃଙ୍ଖଳାର ସହ ସମସ୍ତଙ୍କ ସହଯୋଗରେ କାର୍ଯ୍ୟ କରିବା ତାଙ୍କର ପ୍ରାଥମିକତା ରହିବ ବୋଲି ସେ କହିଛନ୍ତି ।
(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)

Leave A Reply

Your email address will not be published.