ମିଶନ ଶକ୍ତି ଦ୍ବାରା ମହିଳା ଗୋଷ୍ଠୀଙ୍କୁ ଋଣ ପ୍ରଦାନ।

0 328

ବୁଗୁଡା,୨୬/୦୮(ପିପିଟି); ବୁଗୁଡା ଏନ୍ଏସି କଲ୍ୟାଣ ମଣ୍ଡପ ଠାରେ ଓଡିଶା ସରକାରଙ୍କ ମିଶନ ଶକ୍ତି ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଋଣ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଏସଏଚଜି ମାନଙ୍କୁ ବ୍ୟାଙ୍କ ଋଣ ପ୍ରଦାନ କରିଛନ୍ତି। ବୁଗୁଡା ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ,ବ୍ୟାଙ୍କ ଶାଖା ପରିଚାଳକ ଓ ଏସଏଚଜି ମହିଳା ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.