ସ୍ୱର ସାମାଜ୍ଞ୍ରୀ ଲତା ମଙ୍ଗେସକର ଜନ୍ମ ଦିନ ଅବସରରେ ଶୁଭେଛା ଜଣାଇଲେ ଇଂ ତାରାପ୍ରସାଦ।

0 286

ଯାଜପୁର, ୨୮୵୦୯(ପିପିଟି) : ତାଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ, ତାଙ୍କ କଣ୍ଠ ହିଁ ତାଙ୍କର ପରିଚୟ । ତାଙ୍କ ଗୀତ ବାଜିଲେ ଆଖି ବନ୍ଦ କରି ବି ଜଣେ କହିଦେବେ । ତାଙ୍କ ନାଁ ସେ ହେଉଛନ୍ତି କୋକିଳ କଣ୍ଠୀ, ସେ ହେଉଛନ୍ତି ସ୍ୱର ସମ୍ରାଜ୍ଞୀ, ତାଙ୍କ ସ୍ୱରରେ ବି କରିଛନ୍ତି ମା’ ସରସ୍ୱତୀ ।
ସତରେ ତାଙ୍କ ସ୍ୱରରେ ଏମିତି କିଛି ଯାଦୁ ରହିଛି, ଯେଉଁଥିପାଇଁ ଏବେ ବି ତାଙ୍କ ଗୀତ ଶୁଣିବାକୁ ଲୋକମାନଙ୍କ ମଧ୍ୟରେ ସେହି ଜୋଶ ଦେଖିବାକୁ ମିଳେ । ସେ ଆଉ କେହି ନୁହନ୍ତି ସେ ହେଉଛନ୍ତି ଆମ ସମସ୍ତଙ୍କର ପ୍ରିୟ, ଭାରତ ରତ୍ନ ଲତା ମଙ୍ଗେସକର । ଆଜି ହେଉଛି ଲତା ମଙ୍ଗେସକରଙ୍କ ଜନ୍ମଦିନ । ଆଜିର ଦିନରେ ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ଲତା ମଙ୍ଗେସକର । ଏହି ଅବସରରେ ବିଶିଷ୍ଟ ଲେଖକ ଇଂ ତାରାପ୍ରସାଦ ମିଶ୍ର ଶୁଭେଛା ଜଣାଇଛନ୍ତି।

Leave A Reply

Your email address will not be published.