ପୋଲସରା, ୩୦/୦୯(ପିପିଟି): ପୋଲସରା ବ୍ଲକ ଅନ୍ତର୍ଗତ ଜିଲୁଣ୍ଡା ମହାଲିଙ୍ଗେଶ୍ୱର ମନ୍ଦିର ପ୍ରାଙ୍ଗଣରେ ନିମିନା ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବରଗାଁ ଗ୍ରାମର ଅନୀଲ କୁମାର ଗୌଡ଼ଙ୍କ ନେତୃତ୍ୱରେ ୩୦ ବିଜେପି ପରିବାର ବିଜେପି ଦଳ ତ୍ୟାଗକରି ବିଜୁ ଜନତା ଦଳରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି। ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।