ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ :ପ୍ରଶାସନ ପକ୍ଷରୁ ଶୋକ ।

0 231

ଯାଜପୁର,୦୭/୧୨(ପିପିଟି) : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କ ବିୟୋଗରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ତାଙ୍କ ଶୋକ ସନ୍ତପ୍ତ ପରିବାର କୁ ଗଭୀର ସମବେଦନା ଅର୍ପଣ କରୁଅଛୁ।
ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଅକ୍ଷୟ କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗ ନଗର ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ମିହିର ପ୍ରସାଦ ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ ଉପଜିଲ୍ଲାପାଳ ଡଃ ଶରତ ଚନ୍ଦ୍ର ମହାପାତ୍ର ଓ ଅନ୍ୟାନ୍ୟ ଅଧିକାରୀ, କର୍ମଚାରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
(ରିପୋର୍ଟ- ଅକ୍ଷୟ କୁମାର ରାଉତ। )

Leave A Reply

Your email address will not be published.