କମ୍ଯୁନିଟି ଗୃହ ଉଦ୍‌ଘାଟନ ସହିତ ସହାୟତା ରାଶି ବଣ୍ଟନ କଲେ ବିଧାୟକ।

0 363

ବୁଗୁଡା,୨୬/୧୨(ପିପିଟି): ବୁଗୁଡା ବ୍ଲକ ଅନ୍ତର୍ଗତ ରାମଣ୍ଡା ଗ୍ରାମର କମ୍ୟୁନିଟି ଗୃହକୁ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଉଦ୍‌ଘାଟନ କରିବା ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯାଜନା ହିତାଧିକାରୀ ପରିବାରଙ୍କୁ ୧୦୦୦ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି।ସରପଞ୍ଚ, ସମିତିସଭ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.