ବଡପଙ୍କଳବାଡି ପଞ୍ଚାୟତରେ ବିଜେଡ଼ିର ମିଶ୍ରଣ ପର୍ବ।

0 483

ପୋଲସରା,୧୧/୦୧(ପିପିଟି):ପୋଲସରା ବ୍ଲକ ଅନ୍ତର୍ଗତ ବଡ ପଙ୍କଳବାଡ଼ି ବଡସାହି ଠାରେ ବଡ ପଙ୍କଳବାଡ଼ି ଗ୍ରାମ ପଞ୍ଚାୟତ ସ୍ତରୀୟ ବିଜୁ ଜନତା ଦଳର ମିଶ୍ରଣ ପର୍ଵ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବଡ ପଙ୍କଳ ବାଡ଼ି ଗ୍ରାମର ପୁର୍ବତନ ସରପଞ୍ଚ ପ୍ରଦୀପ କୁମାର ବେହେରା ଓ ପୂର୍ବତନ ସମିତିସଭ୍ୟ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ନେତୃତ୍ୱରେ ୧୦୦ ରୁ ଉର୍ଦ୍ଧ୍ବ ବିଜେପି ପରିବାର ବିଜେପି ଦଳ ତ୍ୟାଗ କରି ବିଜୁ ଜନତା ଦଳରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.