ପୋଲସରା,୧୭/୦୪(ପିପିଟି):ପୋଲସରା ବସ ଷ୍ଟାଣ୍ଡ ଠାରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଉପରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପୋଲସରା ମେଡିକାଲକୁ ଯାଇ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଛନ୍ତି। ସ୍ଥାନୀୟ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ।