ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୦୯।

0 1,124

ଭୁବନେଶ୍ବର ୨୪/୦୪(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୦୯ ପଜିଟିଭ ସଂଖ୍ୟା ୧୨,୮୭,୯୯୮ ଚିହ୍ନଟ ହୋଇଛନ୍ତି ୧୨,୭୮,୭୩୭ ଜଣ ସୁସ୍ଥ ହୋଇଥିବା ବେଳେ ୮୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯,୧୨୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୪୪,୮୩୪ ସୁସ୍ଥ ସଂଖ୍ୟା ୨,୪୩,୦୫୯ ଚିକିତ୍ସିତ ସଂଖ୍ୟା ୧୫ ମୃତ ସଂଖ୍ୟା ୧୭୫୦, କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୧୩,୭୪୨, ସୁସ୍ଥ ସଂଖ୍ୟା ୧,୧୨,୮୨୦ ଚିକିତ୍ସିତ ସଂଖ୍ୟା ୧୧, ମୃତ ସଂଖ୍ୟା ୯୦୭, ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩୬,୭୫୬ ସୁସ୍ଥ ସଂଖ୍ୟା ୩୬,୨୩୬ ଚିକିତ୍ସିତ ସଂଖ୍ୟା ୦, ମୃତ ସଂଖ୍ୟା ୫୧୨ ସୁନ୍ଦରଗଡ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୯୦,୮୩୧ ସୁସ୍ଥ ସଂଖ୍ୟା ୯୦,୧୪୦ ଚିକିତ୍ସିତ ସଂଖ୍ୟା ୦୬ ମୃତ ସଂଖ୍ୟା ୬୮୧ ବୋଲି ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି।

Leave A Reply

Your email address will not be published.