ଭିଜିଲାନ୍ସ ଜାଲରେ ବିଡିଓ ଅଶ୍ବିନୀ କୁମାର ଦାସ।

0 410

ଜଳେଶ୍ଵର,୧୮/୦୬: ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନର ୫ ଜଣିଆ ଟିମ ଆଜି ଭୋର ସମୟରେ ଜଳେଶ୍ଵର ବିଡ଼ିଓଙ୍କ ସରକାରୀ ବାସଭବନରେ ଚଢ଼ାଉ କରିଛନ୍ତି। ଅନୁଗୁଳ ଭିଜିଲାନ୍ସ ଏସପି ସୋମନାଥ ବାରିକ ନେତୃତ୍ୱରେ ଏକ ୫ ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ। କେବଳ ଜଳେଶ୍ଵର ସରକାରୀ ବାସଭବନ ନୁହେଁ ବିଡ଼ିଓଙ୍କ ଘର ସମେତ ଏକକାଳୀନ ୫ ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି ବୋଲି ସୂଚନା ମିଳିଛି।

Leave A Reply

Your email address will not be published.