ପୂର୍ବତନ ସାଂସଦ ସ୍ବର୍ଗତ ଲଡୁକିଶୋର ସ୍ବାଇଁଙ୍କ ୪ର୍ଥ ଶ୍ରାଦ୍ଧ ବାର୍ଷିକ ପାଳିତ।

0 600

କବିସୂର୍ଯ୍ୟନଗର,୦୫/୦୨(ପିପିଟି):ଆସିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଥରା ଠାରେ ଆସିକା ପୂର୍ବତନ ସାଂସଦ ସ୍ବର୍ଗତ ଲଡ଼ୁକିଶୋର ସ୍ୱାଇଁ ଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକ ଅବସରରେ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି । ପୂର୍ତ୍ତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ଭୁବନେଶ୍ଵର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ,ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ,ଖଲ୍ଲିକୋଟ ବିଧାୟିକା ସୂର୍ଯ୍ଯମଣୀ ବୈଦ୍ଯ, ବ୍ରହ୍ମପୁର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ,ସାନଖେମୁଣ୍ଡି ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀ,ଜିଲ୍ଲାପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ,ଆସିକା ବ୍ଲକ ଅଧ୍ୟକ୍ଷା ତ୍ରିବେଣୀ ନାହାକ, ଅସିକା ଏନ୍ଏସି ଅଧ୍ୟକ୍ଷା ବିନୀତା ସ୍ବାଇଁ, କବିସୂର୍ଯ୍ୟନଗର ବ୍ଲକ ଅଧ୍ୟକ୍ଷା ଜ୍ଯୋର୍ତିମୟୀ ସ୍ବାଇଁ, ଆସିକା ବ୍ଲକ ବିଜେଡି ସଭାପତି ରାଜେଶ ପଟ୍ଟନାୟକ, ବରିଷ୍ଠ ବିଜେଡି ନେତା ମନୋରଞ୍ଜନ ମହାପାତ୍ର, ଦିଲ୍ଲୀପ ପାଣିଗ୍ରାହୀ,ସୂର୍ଯ୍ୟକାନ୍ତ ପରିଡାଙ୍କ ସମେତ ପ୍ରମୁଖ ନେତୃବୃନ୍ଦ ଯୋଗ ଦେଇଥିଲେ ।
(ରିପୋର୍ଟ- ଉମାଚରଣ ପଟ୍ଟନାୟକ। )

Leave A Reply

Your email address will not be published.