ସାମାଜିକ ସୁରକ୍ଷା ଅଧିକାରୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ।

0 219

ବ୍ରହ୍ମପୁର,୧୭/୦୫(ପିପିଟି):ସାମାଜିକ ସୁରକ୍ଷା ଅଧିକାରୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାର ବେଗୁନିଆପଡା ବ୍ଲକର କାର୍ଯ୍ଯରତ ସାମାଜିକ ସୁରକ୍ଷା ଅଧିକାରୀ ଅରୁଣ କୁମାର ନାୟକ ବାର୍ଦ୍ଧକ୍ଯ ଭତ୍ତା କରାଇଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଗିରଫ କରିଛି। ଭତ୍ତା ପାଇଁ ଲାଞ୍ଚ ମାଗୁଥିବା ନେଇ ମଠସରସିଂ ପଞ୍ଚାୟତର ଝଡିଆ ସ୍ବାଇଁ ଭିଜିଲାନ୍ସ କାର୍ଯ୍ଯାଳୟରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ କେସ ନମ୍ବର ୫/୧୬.୦୫.୨୦୨୩ ରେ ମାମଲା ରୁଜୁ ହୋଇଛି।

Leave A Reply

Your email address will not be published.