ପୋଲସରା,୧୯/୦୨(ପିପିଟି):ପୋଲସରା ବ୍ଲକ୍ ଅନ୍ତର୍ଗତ ବର୍ତ୍ତିନି ଗ୍ରାମ ଠାରେ ” ଆମ ଓଡ଼ିଶା ନବୀନ ଓଡ଼ିଶା ” ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ସଚେତନତା ଶିବିର କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି।ଜନ ପ୍ରତିନିଧି ଓ ଜନ ସାଧାରଣ ଉପସ୍ଥିତ ଥିଲେ ।