ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ।

0 277

ବୁଗୁଡା,୨୫/୦୨(ପିପିଟି):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଅନ୍ତରପଡ଼ା ଗ୍ରାମ ଠାରେ ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ଶିକ୍ଷା ଓ କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଛନ୍ତି।

Leave A Reply

Your email address will not be published.