ପୋଲସରା,୦୮/୧୦(ପିପିଟି):ପୋଲସରା ବ୍ଲକ ହାତୀଓଟ ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟ ଠାରେ ରେଡ୍ କ୍ରସ୍ ଏବଂ ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟର ମିଳିତ ସହଯୋଗରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ପୋଲସରା ପୂର୍ବତନ ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଛାତ୍ର ଛାତ୍ରୀମାନଙ୍କୁ ଉତ୍ସାହିତ କରିଛନ୍ତି।