ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 338

ପୋଲସରା,୦୧/୧୨(ପିପିଟି):ପୋଲସରା ବ୍ଲକ୍ ମଥୁରା ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ନାୟକ (ବୟସ – ୫୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.