ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 217

ପୋଲସରା,୧୦/୦୧(ପିପିଟି): ବୁଗୁଡ଼ା ବ୍ଲକ୍ ସଙ୍କୁରୁ ଗ୍ରାମ ର ନିଳାଞ୍ଚଳ ବିଷୋୟୀ (ବୟସ – ୩୫) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ସେହିଭଳି ପୋଲସରା ବ୍ଲକ୍ ଭାବରଡ଼ା ଗ୍ରାମର କାଞ୍ଚନ ବରାଡ଼ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.