ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 192

ବୁଗୁଡା,୧୩/୦୧(ପିପିଟି):ବୁଗୁଡ଼ା ଏନ୍.ଏ.ସି ୱାର୍ଡ଼ ନଂ – ୦୬ ହରିଶରଣପୁର ଶାସନର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଲମ୍ବୋଦର ମିଶ୍ର ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ସେହିଭଳି ପୋଲସରା ବ୍ଲକ୍ ନିମିନା ଗ୍ରାମର ପ୍ରଭାସିନୀ ପ୍ରଧାନ (ବୟସ – ୫୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.