ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 179

ପୋଲସରା,୦୫/୦୨(ପିପିଟି): ପୋଲସରା ବ୍ଲକ ଜେମାଦେଇପୁର ଶାସନ ଗ୍ରାମର ମଙ୍ଗୁଳୁ ପରିଡ଼ା (ବୟସ – ୨୬) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.